Tuesday, March 17, 2026
25.4 C
Odisha

    ଟିଭିରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହର ସିଧା ପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ୫୦୦ ବର୍ଷର ପ୍ରତିକ୍ଷାର ଅନ୍ତ ହୋଇଛି। ଅଯୋଧ୍ୟାରେ ନବନିର୍ମିତ ଭବ୍ୟ ରାମ ମନ୍ଦିରରେ ରାମଲାଲା ବିରାଜମାନ କରିଛନ୍ତି। ନିର୍ଦ୍ଧାରିତ ସମୟରେ ମନ୍ତ୍ର ଉଚ୍ଚାରଣ ଓ ଶଙ୍ଖନାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଛନ୍ତି। ଭଗବାନ ରାମଲାଲା ନିଜର ଭବ୍ୟ ମନ୍ଦିରରେ ବିରାଜମାନ କରିଛନ୍ତି। ଏହି ଅବସରରେ ପ୍ରାଣ ପ୍ରତିଷ୍ଠା ଉତ୍ସବର ଲାଇଭ ଟେଲିକାଷ୍ଟ ହେଉଥିଲା । ଦେଶର କୋଣଅନୁକୋଣର ପ୍ରତ୍ୟେକ ବ୍ୟକ୍ତି ଲାଇଭ ମାଧ୍ୟମରେ ପ୍ରାଣ ପ୍ରତିଷ୍ଠା ଉତ୍ସବର ଦିବ୍ୟ ଅନୁଭବ ପାଇଥିଲେ । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଲାଇଭ ଜରିଆରେ ରାମଲାଲାଙ୍କର ଦର୍ଶନ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.4 ° C
    25.4 °
    25.4 °
    41 %
    2kmh
    100 %
    Mon
    24 °
    Tue
    36 °
    Wed
    36 °
    Thu
    35 °
    Fri
    34 °

    ସମ୍ବନ୍ଧିତ