Saturday, July 27, 2024
24.6 C
Odisha

    ଟିଭିରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହର ସିଧା ପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ୫୦୦ ବର୍ଷର ପ୍ରତିକ୍ଷାର ଅନ୍ତ ହୋଇଛି। ଅଯୋଧ୍ୟାରେ ନବନିର୍ମିତ ଭବ୍ୟ ରାମ ମନ୍ଦିରରେ ରାମଲାଲା ବିରାଜମାନ କରିଛନ୍ତି। ନିର୍ଦ୍ଧାରିତ ସମୟରେ ମନ୍ତ୍ର ଉଚ୍ଚାରଣ ଓ ଶଙ୍ଖନାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଛନ୍ତି। ଭଗବାନ ରାମଲାଲା ନିଜର ଭବ୍ୟ ମନ୍ଦିରରେ ବିରାଜମାନ କରିଛନ୍ତି। ଏହି ଅବସରରେ ପ୍ରାଣ ପ୍ରତିଷ୍ଠା ଉତ୍ସବର ଲାଇଭ ଟେଲିକାଷ୍ଟ ହେଉଥିଲା । ଦେଶର କୋଣଅନୁକୋଣର ପ୍ରତ୍ୟେକ ବ୍ୟକ୍ତି ଲାଇଭ ମାଧ୍ୟମରେ ପ୍ରାଣ ପ୍ରତିଷ୍ଠା ଉତ୍ସବର ଦିବ୍ୟ ଅନୁଭବ ପାଇଥିଲେ । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଲାଇଭ ଜରିଆରେ ରାମଲାଲାଙ୍କର ଦର୍ଶନ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ