Wednesday, January 7, 2026
14.1 C
Odisha

    ଜାନୁଆରୀ ୨୨କୁ ହାଫ୍ ଡେ’

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ସେହିଦିନ ଅଯୋଧ୍ୟାର ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.1 ° C
    14.1 °
    14.1 °
    32 %
    1.5kmh
    0 %
    Tue
    13 °
    Wed
    26 °
    Thu
    27 °
    Fri
    26 °
    Sat
    26 °

    ସମ୍ବନ୍ଧିତ