Monday, May 25, 2026
32.8 C
Odisha

    ଜାନୁଆରୀ ୨୨କୁ ହାଫ୍ ଡେ’

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ସେହିଦିନ ଅଯୋଧ୍ୟାର ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    32.8 ° C
    32.8 °
    32.8 °
    36 %
    2.7kmh
    62 %
    Mon
    31 °
    Tue
    44 °
    Wed
    46 °
    Thu
    46 °
    Fri
    45 °

    ସମ୍ବନ୍ଧିତ