Wednesday, September 30, 2026
28.2 C
Odisha

    କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡିଶାର ନୂଆ ସରକାର ଗଠନ ହେଲାପରେ କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ୮ ଥରର ବରିଷ୍ଠ ବିଜେଡି ବିଧାୟକ ରାଜା ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତିର ଦାୟିତ୍ବ ଗ୍ରହଣ କରିବା ପରେ ଆଗାମୀ ଜୁନ୍ ୧୭ ଓ ୧୮ ତାରିଖରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ ରାଜା ସ୍ବାଇଁ । ଏହାପରେ ସେ ବିଧାୟକଙ୍କୁ ଶପଥ ପାଠ କରାଇବା ସହ ବାଚସ୍ପତି ନିର୍ବାଚନ ମଧ୍ୟ ପରିଚାଳନା ମଧ୍ୟ କରିବେ। ନୂଆ ବିଧାନସଭାର ବାଚସ୍ପତି ନିର୍ବାଚନ ପାଇଁ ଜୁନ୍ ୧୯ ତାରିଖରେ ନାମାଙ୍କନ ପତ୍ର ଦାଖଲ ହେବାକୁ ଥିବା ବେଳେ ଜୁନ୍ ୨୦ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ରଣପୁରର ବିଜେପି ବିଧାୟକ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ପ୍ରାର୍ଥୀ ହେବାକୁ ଯାଉଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.2 ° C
    28.2 °
    28.2 °
    67 %
    1.7kmh
    61 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ