Monday, December 22, 2025
15.4 C
Odisha

    ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ: ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ଆଜି ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଇ-କେୱାଇସି ଯାଞ୍ଚ ଚାଲିଛି। ନୂଆ ରାସନ କାର୍ଡ ପାଇଁ ଇତିମଧ୍ୟରେ ୯ ଲକ୍ଷରୁ ଅଧିକ ଲୋକ ଆବେଦନ କରିସାରିଲେଣି। ଏବେ ବି ଏଥିଲାଗି ଆବେଦନ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    15.4 ° C
    15.4 °
    15.4 °
    57 %
    1.4kmh
    80 %
    Mon
    15 °
    Tue
    27 °
    Wed
    27 °
    Thu
    28 °
    Fri
    28 °

    ସମ୍ବନ୍ଧିତ