Wednesday, September 30, 2026
24.7 C
Odisha

    ପୁରୀରେ ପୁଣି ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ପୁରୀ: ଆଜି ପୁଣି ଥରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତିଙ୍କ ସମେତ ଅନ୍ୟ କମିଟି ସଦସ୍ୟମାନେ ଉପସ୍ଥିତ ଅଛନ୍ତି। ଏହାଛଡ଼ା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର ପ୍ରମୁଖ ବି ଯୋଗ ଦେଇଛନ୍ତି। ଆଜିର ଏହି ବୈଠକରେ ରତ୍ନଭଣ୍ଡାର ଆଉ କେବେ ଖୋଲିବ ଏବଂ ଏସଓପି ନେଇ ଆଲୋଚନା ହେଉଥିବା ସୂଚନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    84 %
    1.1kmh
    100 %
    Wed
    25 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ