Sunday, August 16, 2026
24.2 C
Odisha

    ଫେବୃଆରୀରେ ଦେଶର ଭିନ୍ନ ଭିନ୍ନ ରାଜ୍ୟରେ ୧୦ଦିନ ବନ୍ଦ ରହିବ ବ୍ୟାଙ୍କ୍

    ଆଗକୁ ପଢନ୍ତୁ

    ଫେବୃଆରୀ ମାସରେ ୧୦ଦିନ ବନ୍ଦ ରହିବ ବ୍ୟାଙ୍କ୍ । ପୂଜା ପର୍ବାଣୀ ପାଇଁ ମଧ୍ୟ ଦେଶର ବିଭିନ୍ନ ରାଜ୍ୟରେ ବ୍ୟାଙ୍କ୍ ବନ୍ଦ ରହିବ । ୨୦୨୪ ବର୍ଷ ଆରମ୍ଭରୁ ଜାନୁଆରୀ ମାସରେ ଭିନ୍ନ ଭିନ୍ନ ଜୋନରେ ୧୬ଦିନ ବ୍ୟାଙ୍କ୍ ବନ୍ଦ ରହିଥିଲା । କିଛି ଛୁଟି ପୂରା ହୋଇସାରିଥିବା ବେଳେ ଆଉ ବାକି ଛୁଟି ୩୧ତାରିଖ ସୁଦ୍ଧା ପୂରା ହୋଇଯିବ । ସେହିପରି ଆସନ୍ତା ମାସ ଅର୍ଥାତ୍ ଫେବୃଆରୀ ମାସରେ ବି ଦେଶର ଭିନ୍ନ ଭିନ୍ନ ଜୋନରେ ୧୦ଦିନ ବ୍ୟାଙ୍କ୍ ବନ୍ଦ ରହିବ । ତେଣୁ ବ୍ୟାଙ୍କ ସହ ଜଡିତ କାମ ଗୁଡିକୁ ତୁରନ୍ତ ସାରିନିଅନ୍ତୁ । ନଚେତ୍ ବ୍ୟାଙ୍କ ଛୁଟି କାରଣରୁ ଆପଣଙ୍କୁ ହଇରାଣ ହେବାକୁ ପଡିପାରେ । ତେବେ ଆସନ୍ତୁ ଜାଣିବା କେଉଁ କେଉଁ ତାରିଖରେ କେଉଁ କେଉଁ କାରଣ ପାଇଁ ବ୍ୟାଙ୍କ୍ ଛୁଟି ରହିବ ।ବ୍ୟାଙ୍କର ଛୁଟି ବାବଦରେ ଅଧିକ ବିବରଣୀ ଜାଣିବା ପାଇଁ ଆରବିଆଇର ଅଫିସିଆଲ ୱେବସାଇଟକୁ ଯାଇ ଯାଞ୍ଚ କରିପାରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    94 %
    2.4kmh
    100 %
    Sun
    25 °
    Mon
    23 °
    Tue
    26 °
    Wed
    29 °
    Thu
    30 °

    ସମ୍ବନ୍ଧିତ