Sunday, February 23, 2025
23.7 C
Odisha

    ଆଜିଠୁ ପୁଣି ରତ୍ନ ଭଣ୍ଡାର ମରାମତି

    ଆଗକୁ ପଢନ୍ତୁ

    ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ । ପ୍ରଥମେ ଭିତର ଓ ପରେ ହେବ ବାହାର ଭଣ୍ଡାର ମରାମତି କାମ କରାଯିବ । ପ୍ରଥମେ ଭାରା ବନ୍ଧା ହୋଇ ସଂପୂର୍ଣ୍ଣ କାନ୍ଥର ପ୍ଲାଷ୍ଟର ଛଡ଼ାଯିବ । ଶ୍ରୀଜୀଉଙ୍କ ଭୋଗ ମଣ୍ଡପ ନୀତି ସରିବା ପରେ ଦିନ ପ୍ରାୟ ୧୨ଟା ୩୦ରେ ମନ୍ଦିର ପ୍ରଶାସନ ପକ୍ଷରୁ ରତ୍ନଭଣ୍ଡାର ଦୁଆର ଚାବି ଖୋଲାଯିବ । ଏଏସଆଇ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଏବଂ ତଦାରଖ କମିଟି କର୍ମକର୍ତ୍ତା ଭିତରେ ପ୍ରବେଶ କରିବେ । ସେଥିପାଇଁ ଭିତର ଓ ବାହାର ରତ୍ନଭଣ୍ଡାରରେ ଭାରା ବନ୍ଧାଯାଇ ରତ୍ନଭଣ୍ଡାର କାନ୍ଥ, ଛାତ ଏବଂ ଚଟାଣରୁ ପଲସ୍ତରା ଛଡ଼ାଯିବ । ତେବେ ତିନିମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି ଶେଷ କରିବାକୁ ସ୍ଥିର କରାଯାଇଛି । ମହାପ୍ରଭୁଙ୍କ ନୀତିକାନ୍ତିରେ ବାଧା ସୃଷ୍ଟି ନକରି ଏଏସଆଇ କରିବ ମରାମତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.7 ° C
    23.7 °
    23.7 °
    22 %
    1.9kmh
    0 %
    Sun
    26 °
    Mon
    33 °
    Tue
    35 °
    Wed
    35 °
    Thu
    36 °

    ସମ୍ବନ୍ଧିତ