Tuesday, September 29, 2026
23.2 C
Odisha

    ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

    ଆଗକୁ ପଢନ୍ତୁ

    ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ। ସୂଚନାଯୋଗ୍ୟ, ଗତ ଜୁଲାଇ ମାସରେ ଶ୍ରୀମନ୍ଦିର ରତ୍ନଭଣ୍ଡାର  ଯାଞ୍ଚ ପାଇଁ ଖୋଲାଯାଇଥିଲା । ସମସ୍ତ ଅଳଙ୍କାର ସିନ୍ଧୁକରେ ନେଇ ଶ୍ରୀମନ୍ଦିରରେ କରାଯାଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହୋଇନାହିଁ। ପୂର୍ବରୁ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ ବୋଲି କୁହାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    87 %
    1.3kmh
    4 %
    Mon
    23 °
    Tue
    30 °
    Wed
    30 °
    Thu
    29 °
    Fri
    30 °

    ସମ୍ବନ୍ଧିତ