Tuesday, March 17, 2026
24.7 C
Odisha

    ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ଓ ସାଧାରଣତନ୍ତ୍ର ଦିବସ

    ଆଗକୁ ପଢନ୍ତୁ

    ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି । ଭାରତୀୟ ସେନା (ନୋସେନା, ସ୍ଥଳସେନା, ବାୟୁସେନା) ଓ ଅଶ୍ୱାରୋହୀ, ପଦାତିକ ଆଦି ବାହିନୀ ସେମାନଙ୍କର ଶୋଭାଯାତ୍ରାରେ ବାହାରିଥାଆନ୍ତି । ଏଥି ସହିତ ଭାରତର ବିଭିନ୍ନ ସାଂସ୍କୃତିକ ଝଲକ ବିଭିନ୍ନ ରାଜ୍ୟରୁ ଆସିଥିବା ଦଳମାନେ ପ୍ରସ୍ତୁତ କରିଥାନ୍ତି । ଏହି ପର୍ବ ପ୍ରତ୍ୟେକ ରାଜ୍ୟରେ ମଧ୍ୟ ଆୟୋଜିତ ହୋଇଥାଏ ଓ ସେଠାକାର ରାଜ୍ୟପାଳ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥାନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    54 %
    5.2kmh
    39 %
    Tue
    26 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ