Saturday, February 24, 2024
19.5 C
Odisha

    କର୍ତ୍ତବ୍ୟପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଙ୍କ ସହ ଉପସ୍ଥିତ ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମୁଖ୍ୟ ଅତିଥି ତଥା ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମ୍ୟାକ୍ରନ୍ ।ଏହି ଅବସରରେ ଆଜି କର୍ତ୍ତବ୍ୟପଥରେ ନୂଆ ଧାରା ଦେଖିବାକୁ ମିିଳିଥିଲା । ପ୍ରଥମେ ମାର୍ଚ୍ଚ ନୁହେଁ ବରଂ ଶଂଖନାଦ ଓ ଭେରୀତୁରୀ, ଝାଞ୍ଜ ମୃଦଙ୍ଗ ଧ୍ୱନୀ ସହ ଆରମ୍ଭ ହୋଇଥିଲା ଅବାହନ । ଏହାର ମୋର୍ଚ୍ଚା ସମ୍ଭାଳିଥିଲେ ମହିଳା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା । ଏହାପରେ ରାଜପଥକୁ ଓହ୍ଲାଇଥିଲେ ଫ୍ରାନ୍ସର ଆର୍ମି ମ୍ୟୁଜିକ୍ ବ୍ୟାଣ୍ଡ । ପରେ ପରେ ନିଜର ଦର୍ପ ଦେଖାଇଥିଲେ ଋଷ ଟି୯୦ ଟ୍ୟାଙ୍କର । ଆକାଶମାର୍ଗରେ ଗର୍ଜିଉଠିଥିଲା ରାଫେଲ ଯୁଦ୍ଧ ବିମାନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    19.5 ° C
    19.5 °
    19.5 °
    90 %
    2.3kmh
    49 %
    Sat
    20 °
    Sun
    30 °
    Mon
    31 °
    Tue
    33 °
    Wed
    34 °

    ସମ୍ବନ୍ଧିତ