Friday, October 16, 2026
26.1 C
Odisha

    ଜମ୍ମୁ-କାଶ୍ମୀର ବାରାମୁଲ୍ଲାରେ ଆତଙ୍କବାଦୀ ଆକ୍ରମଣ

    ଆଗକୁ ପଢନ୍ତୁ

    ବାରମୂଳା ଜିଲ୍ଲାସ୍ଥିତ ଏକ ମସଜିଦ ଭିତରେ ଅଜ୍ଞାତ ଆତଙ୍କବାଦୀମାନେ ଜଣେ ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ଗୁଳି ମାରି ହତ୍ୟା କରିଥିବା କଥା ଜମ୍ମୁ ଓ କଶ୍ମୀର ପୁଲିସ କହିଛି। ଶୀରି ବାରମୂଳା ଅନ୍ତର୍ଗତ ଗଣ୍ଟମୂଳା ବାଲାସ୍ଥିତ ଏକ ସ୍ଥାନୀୟ  ମସଜିଦ ଭିତରେ ‘ଆଜାନ୍‌’ କରୁଥବା ବେଳେ ଅବସରପ୍ରାପ୍ତ ବରିଷ୍ଠ ପୁଲିସ ସୁପରିଣ୍ଟେଣ୍ଡେଣ୍ଟ୍‌ (ଏସ୍‌ଏସ୍‌ପି) ମହମ୍ମଦ୍‌ ଶାଫିଙ୍କ ଉପରକୁ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଗୁଳି ଚୋଟରେ ଆହତ ହୋଇ ଶାଫିଙ୍କର ମୃତ୍ୟୁ ହୋଇଯାଇଛି। ଗୁଳିକାଣ୍ଡ ଘଟଣା ପରେ ସେ ଅଞ୍ଚଳକୁ କର୍ଡନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    26.1 ° C
    26.1 °
    26.1 °
    88 %
    1.4kmh
    77 %
    Fri
    24 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ