Sunday, August 2, 2026
25.5 C
Odisha

    RI ପରୀକ୍ଷାରେ ପୁଣି ବିଭ୍ରାଟ! ଛାତ୍ରୀଛାତ୍ର ଅସନ୍ତୁଷ୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର    :    RI ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ। ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରଛାତ୍ରୀ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା, ୮.୪୫ରେ ଭିତରକୁ ଗଲେ। ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ଅଭିଯୋଗ ହୋଇଛି। ବ୍ରହ୍ମପୁର, କାକଟପୁର ଘରୋଇ ପରୀକ୍ଷା ସେଣ୍ଟରରେ ସମସ୍ୟା ଦେଖାଯାଇଛି। ନୟାପଲ୍ଲୀ, ମଞ୍ଚେଶ୍ୱର,ପଟିଆ ଆଦି ସ୍ଥାନରେ ଥିବା ପରୀକ୍ଷା କେନ୍ଦ୍ରରେ  ସର୍ଭର ଡାଉନ ସମସ୍ୟା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    89 %
    1.3kmh
    82 %
    Sun
    31 °
    Mon
    31 °
    Tue
    30 °
    Wed
    29 °
    Thu
    30 °

    ସମ୍ବନ୍ଧିତ