Sunday, March 29, 2026
39.2 C
Odisha

    ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଲାଲୁ ହୋଇପାରେ ଅସ୍ତ୍ରୋପଚାର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କୁ ବୁଧବାର ଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଯୋଗୁଁ ଲାଲୁ ଯାଦବଙ୍କୁ ଗତବୁଧବାର କିଛି ସମୟ ପାଇଁ ପାଟନାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ଦେଖି ଡାକ୍ତର ଏମ୍ସ ନେଇ ଯିବାକୁ ପରାମର୍ଶ ଦେଇଥିଲେ।

    ଲାଲୁ ଯାଦବଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ବାପାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପ୍ରତିକ୍ରିୟା ଦେଇ କହିଛନ୍ତି, “ଲାଲୁ ପ୍ରସାଦଙ୍କ ପିଠି ଏବଂ ହାତରେ ଆଘାତ ଲାଗିଛି, ଯାହା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଏଠାରେ ତାଙ୍କର ଅସ୍ତ୍ରୋପଚାର କରାଯିବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.2 ° C
    39.2 °
    39.2 °
    13 %
    4.1kmh
    4 %
    Sun
    40 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ