Monday, November 24, 2025
17.4 C
Odisha

    ପିକଅପ ଭ୍ୟାନ୍ ଓ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା, ୩ ମୃତ

    ଆଗକୁ ପଢନ୍ତୁ

    ଆସିକା ଖଡ଼ଭାଗ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବସ୍- ଭ୍ୟାନ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୩ଜଣ ମୃତ୍ୟୁ ହୋଇଥିବା ବେଳେ କିଛି ଜଣ ଆହତ ହୋଇଥିବା ଜଣାପଡ଼ିଛି । ମୃତକଙ୍କ ମଧ୍ୟରେ ୨ଜଣ ପୁରୁଷ ଜଣେ ମହିଳା ଅଛନ୍ତି । ପିକଅପ୍ ଭ୍ୟାନରେ ଚାପି ହୋଇ କିଛି ସମୟ ରହିଥିଲା ମୃତଦେହ । ଘଟଣା ସ୍ଥଳରେ ଆସିକା ପୋଲିସ, ଅଗ୍ନିଶମବାହିନୀ ମୃତକଙ୍କୁ ପିକଅପ୍ ଭ୍ୟାନ କାଟି ଉଦ୍ଧାର କରିଥିଲେ । ଉଦ୍ଧାର ପହଞ୍ଚିି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ବସଟି ଆସିକାରୁ ବ୍ରହ୍ମପୁରରୁ ଆସିକା ଅଭିମୁଖେ ଯାଉଥିବା ବେଳେ ପିକ୍ଅପ୍ ଭ୍ୟାନ ଆସିକାରୁ ବ୍ରହ୍ମପୁର ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    17.4 ° C
    17.4 °
    17.4 °
    69 %
    1.3kmh
    19 %
    Mon
    17 °
    Tue
    27 °
    Wed
    26 °
    Thu
    25 °
    Fri
    25 °

    ସମ୍ବନ୍ଧିତ