Wednesday, July 1, 2026
26.1 C
Odisha

    ପିକଅପ ଭ୍ୟାନ୍ ଓ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା, ୩ ମୃତ

    ଆଗକୁ ପଢନ୍ତୁ

    ଆସିକା ଖଡ଼ଭାଗ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବସ୍- ଭ୍ୟାନ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୩ଜଣ ମୃତ୍ୟୁ ହୋଇଥିବା ବେଳେ କିଛି ଜଣ ଆହତ ହୋଇଥିବା ଜଣାପଡ଼ିଛି । ମୃତକଙ୍କ ମଧ୍ୟରେ ୨ଜଣ ପୁରୁଷ ଜଣେ ମହିଳା ଅଛନ୍ତି । ପିକଅପ୍ ଭ୍ୟାନରେ ଚାପି ହୋଇ କିଛି ସମୟ ରହିଥିଲା ମୃତଦେହ । ଘଟଣା ସ୍ଥଳରେ ଆସିକା ପୋଲିସ, ଅଗ୍ନିଶମବାହିନୀ ମୃତକଙ୍କୁ ପିକଅପ୍ ଭ୍ୟାନ କାଟି ଉଦ୍ଧାର କରିଥିଲେ । ଉଦ୍ଧାର ପହଞ୍ଚିି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ବସଟି ଆସିକାରୁ ବ୍ରହ୍ମପୁରରୁ ଆସିକା ଅଭିମୁଖେ ଯାଉଥିବା ବେଳେ ପିକ୍ଅପ୍ ଭ୍ୟାନ ଆସିକାରୁ ବ୍ରହ୍ମପୁର ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.1 ° C
    26.1 °
    26.1 °
    85 %
    1.4kmh
    99 %
    Wed
    26 °
    Thu
    31 °
    Fri
    30 °
    Sat
    30 °
    Sun
    31 °

    ସମ୍ବନ୍ଧିତ