Monday, April 6, 2026
28.1 C
Odisha

    ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜୋରଦାର କସରତ: ନିମାପଡାରେ ବିଶାଳ ରୋଡ ସୋ’ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭୁବନେଶ୍ୱରରେ ଗଣମାଧ୍ୟମକୁ ସମ୍ବୋଧନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାରରେ ମଇଦାନକୁ ଓହ୍ଲାଇଛନ୍ତି। ନିମାପଡାରେ ରୋଡ ସୋ’ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତିl ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜନୀତିର ହଟସ୍ପଟ ପାଲଟିଥିବା ନିମାପଡାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମଇଦାନକୁ ଓହ୍ଲାଇଛନ୍ତି। ନିମାପଡାରେ ରୋଡ ସୋ କରି ଦଳୀୟ ସାଂସଦ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି।ନବୀନଙ୍କୁ ଦେଖିବା ପାଇଁ ନିମାପଡାରେ ଲୋକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ହଜାର ହଜାର ଲୋକ ନବୀନଙ୍କୁ ରାସ୍ତାରେ ଅପେକ୍ଷା କରିଥିଲେ। ଏମିତିକି ଜନ ଗହଳିକୁ ଏଡାଇ ଆଗକୁ ବଢ଼ିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ କଷ୍ଟକର ହୋଇଥିଲା।

    ପୂର୍ବରୁ ନବୀନ ଭୁବନେଶ୍ୱରର ତିନି ବିଧାନସଭା କ୍ଷେତ୍ରରେ ରୋଡ ସୋ କରିଥିଲେ। ଏବେ ଶେଷ ପର୍ଯ୍ୟାୟ ନିର୍ବାଚନରେ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ଥିବା ନିମାପଡା ବିଧାନସଭା କ୍ଷେତ୍ରରେ ରୋଡସୋ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    55 %
    4kmh
    100 %
    Mon
    28 °
    Tue
    37 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ