Wednesday, March 25, 2026
36.9 C
Odisha

    ଓଡ଼ିଶାରେ ରୁବେଲା ଭାଇରସ୍‌ : ନବରଙ୍ଗପୁରରୁ ଦୁଇ ଚିହ୍ନଟ

    ଆଗକୁ ପଢନ୍ତୁ

    ଓଡ଼ିଶାରେ ଚିହ୍ନଟ ହେଲା ରୁବେଲା ଭାଇରସ୍‌। ନବରଙ୍ଗପୁର ଜିଲ୍ଲାରେ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ରୁବେଲାରେ ଆକ୍ରାନ୍ତ ୨ ଜଣ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ରୁବେଲା ଭାଇରସ୍‌ ସଂକ୍ରମଣ ସନ୍ଦେହରେ ୫ଟି ନମୁନା ICMRକୁ ପଠାଯାଇଥିଲା। ଆଜି ଏହାର ରିପୋର୍ଟ ଆସିବା ସହ ସେଥିରୁ ୨ ଜଣ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ଥିବା ଜଣାପଡିଛି। ଆଉ ଜଣଙ୍କ ଠାରେ ମିଳିମିଳା ଚିହ୍ନଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।

    ଅନ୍ୟପଟେ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ୨ ଶିଶୁ ରୁବେଲା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଗାଁରେ WHO ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ପହଞ୍ଚିଛି। ସେମାନଙ୍କ ଚିକିତ୍ସା ଆରମ୍ଭ ହୋଇଛି। ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବରରେ ପୀଡ଼ିତ ହୋଇଥିଲେ ଶିଶୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    36.9 ° C
    36.9 °
    36.9 °
    19 %
    3.6kmh
    13 %
    Wed
    37 °
    Thu
    38 °
    Fri
    40 °
    Sat
    39 °
    Sun
    41 °

    ସମ୍ବନ୍ଧିତ