Monday, September 15, 2025
24.1 C
Odisha

    ସମଲେଶ୍ବରୀଙ୍କ ପୀଠରେ 5T ଅଧ୍ୟକ୍ଷ କାର୍ତିକ ପାଣ୍ଡିଆନ

    ଆଗକୁ ପଢନ୍ତୁ

    ସମ୍ବଲପୁର: ସମ୍ବଲପୁର ଗସ୍ତର ଦ୍ବିତୀୟ ଦିନରେ ଆଜି ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସକାଳୁ ସକାଳୁ ମା ସମଲେଶ୍ବରୀଙ୍କୁ ଦର୍ଶନ କରିବା ସହିତ ସମଲେଇ ପ୍ରକଳ୍ପର ଶେଷ ସମୀକ୍ଷା କରିଛନ୍ତି । କିଭଳି ଆସନ୍ତା ୨୨ ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟଶେଷ ହେବ ସେନେଇ ଆଲୋଚନା କରିଛନ୍ତି । ସେପଟେ ୨୭ ତାରିଖରେ ସମଲେଇ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ । ତେଣୁ ଶିଘ୍ର କାମ ସାରିବାକୁ ଫାଇଭ୍-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମହାନଦୀ ଭ୍ୟୁ ପଏଣ୍ଟ ବୁଲି ଦେଖିବା ସହ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    97 %
    1.7kmh
    99 %
    Sun
    24 °
    Mon
    26 °
    Tue
    28 °
    Wed
    29 °
    Thu
    31 °

    ସମ୍ବନ୍ଧିତ