Thursday, June 20, 2024
34.7 C
Odisha

    ସମଲେଶ୍ବରୀଙ୍କ ପୀଠରେ 5T ଅଧ୍ୟକ୍ଷ କାର୍ତିକ ପାଣ୍ଡିଆନ

    ଆଗକୁ ପଢନ୍ତୁ

    ସମ୍ବଲପୁର: ସମ୍ବଲପୁର ଗସ୍ତର ଦ୍ବିତୀୟ ଦିନରେ ଆଜି ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସକାଳୁ ସକାଳୁ ମା ସମଲେଶ୍ବରୀଙ୍କୁ ଦର୍ଶନ କରିବା ସହିତ ସମଲେଇ ପ୍ରକଳ୍ପର ଶେଷ ସମୀକ୍ଷା କରିଛନ୍ତି । କିଭଳି ଆସନ୍ତା ୨୨ ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟଶେଷ ହେବ ସେନେଇ ଆଲୋଚନା କରିଛନ୍ତି । ସେପଟେ ୨୭ ତାରିଖରେ ସମଲେଇ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ । ତେଣୁ ଶିଘ୍ର କାମ ସାରିବାକୁ ଫାଇଭ୍-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମହାନଦୀ ଭ୍ୟୁ ପଏଣ୍ଟ ବୁଲି ଦେଖିବା ସହ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.7 ° C
    34.7 °
    34.7 °
    45 %
    2.3kmh
    99 %
    Thu
    34 °
    Fri
    35 °
    Sat
    36 °
    Sun
    36 °
    Mon
    38 °

    ସମ୍ବନ୍ଧିତ