Monday, October 5, 2026
22.4 C
Odisha

    ଗୁଳିମାଡ଼ କରି ସୁନା ଦୋକାନରୁ ଲୁଟ୍, ଜଣେ ଗୁରୁତର

    ଆଗକୁ ପଢନ୍ତୁ

    ସମ୍ବଳପୁରରେ ଅଳଙ୍କାର ଦୋକାନରେ ଗୁଳିକାଣ୍ଡ । ଧନୁପାଲୀ ଥାନା ଅନ୍ତର୍ଗତ ଗୋବିନ୍ଦପଲାରେ ଏକ ଅଳଙ୍କାର ଦୋକାନରେ ଦିନ ଦ୍ୱିପ୍ରହରରେ ଗୁଳି ମାଡ କରି ସୁନା ଦୋକାନରୁ ଦୁର୍ବୃତ୍ତ ଲୁଟ୍‌‌ କରିବା ସହ ଘଟଣାରେ ଜଣେ ଗୁରୁତର ହୋଇଛନ୍ତି। ଦୋକାନ ମାଲିକଙ୍କ ଦେହରେ ଗୁଳି ବାଜି ଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।କେତେ ଟଙ୍କାର ସୁନା ଗହଣା ଲୁଟ୍‌‌ ହୋଇଛି, ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ