Thursday, March 12, 2026
21.6 C
Odisha

    ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା

    ଆଗକୁ ପଢନ୍ତୁ

    କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ପୋଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ । ପୂର୍ବରୁ ସେ ପୁରୀ ଏସ୍ପି, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.6 ° C
    21.6 °
    21.6 °
    27 %
    1.7kmh
    0 %
    Thu
    37 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ