Thursday, May 7, 2026
32.8 C
Odisha

    ବିଧାୟକଙ୍କ ଘରେ ଧସେଇ ପଶିବା ଅଭିଯୋଗରେ ଜେଲ ଗଲେ ସଂଯୁକ୍ତା ମହଲ

    ଆଗକୁ ପଢନ୍ତୁ

    ପୋଲସରା: ଏତଲା ପରେ ଗିରଫ ହୋଇ ଜେଲ ଗଲେ ସଂଯୁକ୍ତା ମହଲ । ଗତକାଲି ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ହାତୀଓଟ ଗାଁ ସ୍ଥିତ ଘରକୁ ଜୋରଜବରଦସ୍ତ ପଶିଥିବା ଅଭିଯୋଗ ହୋଇଛି । ଏପରିକି ତାଙ୍କ ଘର ଆଗରେ ଧାରଣାରେ ବସିଥିଲେ ସଂଯୁକ୍ତା । ଏହାକୁ ନେଇ ସେଠାରେ ଅଶାନ୍ତ ବାତାବରଣ ଦେଖାଦେଇଥିଲା । ଏହି ଘଟଣାକୁ ନେଇ ବିଧାୟକଙ୍କ ପତ୍ନୀ ଗୋଲାପ ସାହୁଙ୍କ ଏତଲା କ୍ରମେ କବିସୂର୍ଯ୍ୟନଗର ଥାନାରେ ସଂଯୁକ୍ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।ବିଧାୟକଙ୍କ ଘର ଆଗରୁ ସଂଯୁକ୍ତାଙ୍କୁ ପୁଲିସ ଉଠାଇନେଇ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ତାଙ୍କୁ ଗିରଫ କରାଯାଇଛି । ଏହା ପରେ ତାଙ୍କୁ ପୋଲସରା ଜେଏମଏଫସି କୋର୍ଟରେ ହାଜର କରାଯାଇଥିଲା । ଏହାପରେ କୋର୍ଟ ତାଙ୍କୁ କୋଦଳା ଜେଲ ହାଜତକୁ ପଠାଇଛନ୍ତି । ଯାହାକୁ ନେଇ ପୋଲସରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    32.8 ° C
    32.8 °
    32.8 °
    33 %
    3kmh
    71 %
    Thu
    33 °
    Fri
    39 °
    Sat
    40 °
    Sun
    39 °
    Mon
    40 °

    ସମ୍ବନ୍ଧିତ