Wednesday, October 14, 2026
23 C
Odisha

    ଅଗଷ୍ଟ ୧ ପରେ କାର୍ଯ୍ୟବନ୍ଦ ଆନ୍ଦୋଳନ ନେଇ ଚେତାବନୀ ଦେଲା ଏସସିବି ହାଉସ୍ ସର୍ଜନ୍ ସଂଘ

    ଆଗକୁ ପଢନ୍ତୁ

    କଟକ: ହାଉସ୍ ସର୍ଜନ୍ ସଂଘ ଓ ନର୍ସ ସଂଘ ବିବାଦ ସମ୍ପୂର୍ଣ୍ଣ ତୁଟୁନି। ଏଥିଲାଗି ଅଗଷ୍ଟ ୧ ପରେ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇପାରେ। ଏନେଇ ପ୍ରେସ ରିଲିଜ୍ ଜାରି କରି ଜଣାଇଛି ଏସସିବି ହାଉସ୍ ସର୍ଜନ୍ ସଂଘ। ମିଳିଥିବା ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହି ଆନ୍ଦୋଳନକୁ ବୁର୍ଲା ମେଡିକାଲ କଲେଜ ହାଉସ୍ ସର୍ଜନ୍ ସଂଘ ମଧ୍ୟ ସମର୍ଥନ ଜଣାଇବେ। ଗତ ୧୮ ତାରିଖରେ ରାତିରେ ଉଚ୍ଚସ୍ତରୀୟ ବୈଠକ ପରେ ଆନ୍ଦୋଳନକୁ ବନ୍ଦ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23 ° C
    23 °
    23 °
    93 %
    1.6kmh
    5 %
    Wed
    23 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ