Sunday, October 11, 2026
29.5 C
Odisha

    ନୂଆ ସରକାରରେ ବଦଳିଲା ନିୟମ; ଜିଲ୍ଲାପାଳ ନେବେ ଖରାଛୁଟି ନିଷ୍ପତ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗ । ପାଣିପାଗ ବିଭାଗ ସୂଚନାକୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ। ଅନୁକୂଳ ପାଣିପାଗ ଥିବା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ସମୟ ରଖିବେ। ଏହି ନିର୍ଦ୍ଦେଶ ୨୦ ଜୁନ ପର୍ଯ୍ୟନ୍ତ ବଳବତ୍ତର ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    59 %
    1.4kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ