Sunday, September 27, 2026
24.7 C
Odisha

    ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବାଂଲାଦେଶ ସାଧାରଣ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛନ୍ତି ଶେଖ ହସିନା । ତାଙ୍କୁ ଫୋନ କରି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏ ନେଇ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଫିସିଆଲ ‘ଏକ୍ସ’ ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି।
    ପ୍ରଧାନମନ୍ତ୍ରୀ ପୋଷ୍ଟରେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ କଥା ହୋଇ ସାଧାରଣ ନିର୍ବାଚନରେ କ୍ରମାଗତ ଚତୁର୍ଥ ଥର ପାଇଁ ଐତିହାସିକ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସଫଳ ନିର୍ବାଚନ ପାଇଁ ମୁଁ ବାଂଲାଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି । ବାଂଲାଦେଶ ସହ ଆମର ସ୍ଥାୟୀ ଏବଂ ଲୋକାଭିମୁଖୀ ଭାଗିଦାରୀକୁ ଆହୁରି ସୁଦୃଢ଼ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ମୋଦୀ ଟ୍ୱିଟ୍ କରି କହିଛନ୍ତି। ଭାରତ ବାଂଲାଦେଶ ସହ ନିଜର ସ୍ଥାୟୀ ଏବଂ ଲୋକାଭିମୁଖୀ ଭାଗିଦାରୀକୁ ସୁଦୃଢ଼ କରିବାକୁ ପ୍ରତିଶ୍ରୁତିବଦ୍ଧ। ପ୍ରଧାନମନ୍ତ୍ରୀ ଶେଖ୍ ହସିନା ମଧ୍ୟ ବିଜୟ ପରେ ଭାରତକୁ ଏକ ଶକ୍ତିଶାଳୀ ବନ୍ଧୁ ବୋଲି ବର୍ଣ୍ଣନା କରି କହିଛନ୍ତି ଯେ ଦୁଇ ପଡ଼ୋଶୀ ଦ୍ୱିପାକ୍ଷିକ ଭାବେ ଅନେକ ସମସ୍ୟାର ସମାଧାନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    89 %
    1.4kmh
    0 %
    Sun
    25 °
    Mon
    30 °
    Tue
    29 °
    Wed
    30 °
    Thu
    30 °

    ସମ୍ବନ୍ଧିତ