Friday, April 24, 2026
41.9 C
Odisha

    ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ

    ଆଗକୁ ପଢନ୍ତୁ

    ଯାଜପୁର: ଭିଜିଲାନ୍ସ ଜାଲରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ମଂଗଳ ବିଭାଗର ଭାରପ୍ରାପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋ। ହରିଜନ ଓ ଆଦିବାସୀ ଅନୁକମ୍ପା ରାଶି ବିଲ୍‌ ପାସ କରାଇଦେବା ପାଇଁ ୧୦ ହଜାର ଲାଞ୍ଚ ନେବା ବେଳେ ଧରିଲା ଯାଜପୁର ଭିଜିଲାନ୍ସ। ଟୁନିଆ ଜେନା ନାମକ ଜଣେ ଅନୁସୂଚିତ ଜାତି ମହିଳାଙ୍କୁ ସରକାରଙ୍କ ପକ୍ଷରୁ ଜିଲ୍ଲା ମଙ୍ଗଳ ବିଭାଗ ନିକଟକୁ ୭୫ ହଜାର ଟଙ୍କାର କ୍ଷତିପୂରଣ ଅନୁକମ୍ପା ରାଶି ଆସିଥିଲା। ତେବେ ଏହାକୁ ପାସ କରାଇବା ପାଇଁ କିରାଣୀ ୨୫ ହଜାର ଦାବି କରିଥିଲେ। ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଆଜି ୧୦ ହଜାର ଦାବି କରିଥିଲେ। ତେବେ ଏହି ସମୟରେ ଯାଜପୁର ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଗିରଫ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    41.9 ° C
    41.9 °
    41.9 °
    7 %
    2.6kmh
    66 %
    Fri
    41 °
    Sat
    43 °
    Sun
    43 °
    Mon
    44 °
    Tue
    43 °

    ସମ୍ବନ୍ଧିତ