Sunday, February 1, 2026
29 C
Odisha

    ହତ୍ୟା ମାମଲାରେ ବ୍ରହ୍ମପୁରର ବରିଷ୍ଠ ଡାକ୍ତର ହୃଷୀକେଶ ତ୍ରିପାଠୀଙ୍କୁ ଆଜୀବନ କାରାଦଣ୍ଡ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ହତ୍ୟା ମାମଲାରେ ବ୍ରହ୍ମପୁରର ବରିଷ୍ଠ ଡାକ୍ତର ହୃଷୀକେଶ ତ୍ରିପାଠୀଙ୍କୁ ଆଜୀବନ କାରାଦଣ୍ଡ ଓ ୧୦ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ହୋଇଛି। ଦୁଇ ସହଯୋଗୀଙ୍କୁ ୨ ବର୍ଷ ଲେଖାଏ କାରାଦଣ୍ଡ ମିଳିଛି। ଗଞ୍ଜାମ ଜିଲା ଏଡିଜେ-୩ ଅଦାଲତର ବିଚାରପତି ରାଜ କୁମାର ଦାସ ଏହି ରାୟ ଶୁଣାଇଛନ୍ତି।ମାମଲାର ବିବରଣୀରୁ ଜଣାଯାଇଛି ଯେ, ତ୍ରିକୋଣିୟ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ଅଭିଯୁକ୍ତ ଡାକ୍ତର ୨୦୧୮ ସେପ୍ଟେମ୍ବର ମାସରେ ଜଣେ ବୀମା ଏଜେଣ୍ଟଙ୍କୁ ନିଜ କ୍ଲିନିକ୍ ଭିତରେ ନିଶା ଇଞ୍ଜେକସନ ଦେଇ ବେହୋସ୍ କରିବା ପରେ ଖଣ୍ଡଖଣ୍ଡ କରି କାଟି ହତ୍ୟା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    34 %
    2.1kmh
    95 %
    Sun
    30 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ