Thursday, March 12, 2026
22 C
Odisha

    ପାହାଳ ନିକଟ କଲ୍ୟାଣୀ ହାଇଟ୍ସର ୩ଟି ଫ୍ଲାଟ୍ରୁ ଲୁଟ୍ । ୩୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଲୁଟ୍

    ଆଗକୁ ପଢନ୍ତୁ

    ରାଜଧାନୀରେ ପୁଣି ଆପାର୍ଟମେଣ୍ଟରୁ ସିରିଜ ଲୁଟ । ପାହାଳ ଥାନ ଭୀମପୁର କଲ୍ୟାଣୀ ହାଇଟସ ଆପାର୍ଟମେଣ୍ଟରୁ ଚୋରି । ସିସିଟିଭିରେ କଏଦ ହେଲା ରାତିରେ ଆପାର୍ଟମେଣ୍ଟରେ ଚୋର ପଶୁଥିବାର ଚିତ୍ର ।ଘରେ କେହି ନଥିବାର ସୁଯୋଗ ନେଇ ୩ଟି ଫ୍ଲାଟରୁ ଲୁଟ୍ କରିଛନ୍ତି ଲୁଟେରା । ଗୋଟିଏ ଫ୍ଲାଟୁର ୬ ମୁଦି, ୧୦ ସୁନା ଚେନ୍, ୮ଟି ସୁନା ଲକେଟ୍, ୧୫ ହଜାର ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ୩ଟି ଫ୍ଲାଟରୁ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଲୁଟ । ଘଟଣା ସ୍ଥଳରେ ପାହାଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସାଇଂଟିଫିକ୍ ଟିମ୍ ପହଞ୍ଚିି ଘର ମାଲିକଙ୍କୁ ପଚରାଉଚରା କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    22 %
    2.2kmh
    0 %
    Thu
    37 °
    Fri
    38 °
    Sat
    39 °
    Sun
    38 °
    Mon
    37 °

    ସମ୍ବନ୍ଧିତ