Wednesday, February 4, 2026
29.5 C
Odisha

    ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

    ଆଗକୁ ପଢନ୍ତୁ

    ମାସକ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ପ୍ରଶାସନିକ ସ୍ତରରେ ଆଲୋଚନା ପରେ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିଥିବା ଜଣାପଡିଛି । ୪ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲା ଶିମିଳିପାଳ ବିକାଶ ପରିଷଦ ।ଶିମିଳିପାଳ ମୁଖ୍ୟ ରାସ୍ତାରେ ମୋରମ ବିଛାଇବା ସହିତ ଅନ୍ୟ ଆନୁସଙ୍ଗିକ ଭିତିଭୂମି ସଜାଡିବା ନେଇ ଶିମିଳିପାଳ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଥିଲା । ଏନେଇ ରାଜ୍ୟ ସରକାରଙ୍କ ବନ ବିଭାଗ ମନ୍ତ୍ରୀ, ସଚିବ ଏବଂ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ ମଧ୍ୟ କରାଯାଇଥିଲା । ପ୍ରଶାସନିକ ସ୍ତରରେ ଆଲୋଚନା ପରେ ୪ଦିନ ହେବ ରାସ୍ତାରେ ମୋରମ ବିଛା କାମ ଆରମ୍ଭ ହୋଇଥିବା ବେଳେ ଆଜି ପର୍ଯ୍ୟଟକଙ୍କୁ ଶିମିଳିପାଳ ଯିବାକୁ ଅନୁମତି ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    24 %
    2.6kmh
    99 %
    Wed
    30 °
    Thu
    32 °
    Fri
    32 °
    Sat
    31 °
    Sun
    32 °

    ସମ୍ବନ୍ଧିତ