Wednesday, March 4, 2026
21.8 C
Odisha

    ୨୦୨୪ ନିର୍ବାଚନ ପାଇଁ ତତ୍ପର ବିଜେପି ଶିବିର, ଓଡ଼ିଶା ମୁହାଁ କେନ୍ଦ୍ରୀୟ ନେତୃତ୍ୱ

    ଆଗକୁ ପଢନ୍ତୁ

    ୨୦୨୪ ନିର୍ବାଚନ ପାଇଁ ତତ୍ପର ବିଜେପି ଶିବିର । ଓଡ଼ିଶା ମୁହାଁ କେନ୍ଦ୍ରୀୟ ନେତୃତ୍ୱ । ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ ନେତା ଶିବରାଜ ସିଂହ ଚୌହ୍ୱାନ । କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ କରିବେ ସମୀକ୍ଷା । ଏହା ପରେ ୧୫ ତାରିଖରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ମଧ୍ୟ ଓଡ଼ିଶା ଆସିବେ । ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୁରୀ ସଂସଦୀୟ କ୍ଷେତ୍ରର ସମୀକ୍ଷା କରିବେ । ଗଡ଼କରୀଙ୍କ ପରେ ୨୨ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ସେ ଅନେକ ଗୁଡିଏ କାର୍ଯ୍ୟକ୍ରମରେ ଯୋଗଦେବେ । ସେହିପରି ମାସ ଶେଷ ବେଳକୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.8 ° C
    21.8 °
    21.8 °
    25 %
    1.7kmh
    0 %
    Tue
    21 °
    Wed
    35 °
    Thu
    37 °
    Fri
    37 °
    Sat
    38 °

    ସମ୍ବନ୍ଧିତ