Thursday, September 24, 2026
23.9 C
Odisha

    ପୋଲସରାରେ ଯୁବକଙ୍କୁ ଗୁଳିମାଡ଼

    ଆଗକୁ ପଢନ୍ତୁ

    ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରାରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ତୋଟାସାହି ଅଞ୍ଚଳରେ ଜଣେ ଯୁବକଙ୍କୁ ଅଜଣା ବ୍ୟକ୍ତି ଗୁଳିମାଡ଼ କରିଛନ୍ତି। ଯୁବକ ଜଣଙ୍କ ରାସ୍ତାରେ ଛିଡ଼ା ହୋଇଥିବା ସମୟରେ ଅଜଣା ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଗୁଳି ଯୁବକଙ୍କ ବେକରେ ଲାଗିଛି। ଯୁବକ ଜଣକ ଏକ ରାଜନୈତିକ ଦଳର ବୋଲି କୁହାଯାଉଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିବା ସହିତ ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    99 %
    1.6kmh
    100 %
    Thu
    25 °
    Fri
    28 °
    Sat
    29 °
    Sun
    26 °
    Mon
    30 °

    ସମ୍ବନ୍ଧିତ