Thursday, May 14, 2026
41.1 C
Odisha

    ଅର୍ପଣ ରଥରୁ ଶ୍ରୀମନ୍ଦିରକୁ ମିଳିଛି ୩ କୋଟିରୁ ଅଧିକ ଟଙ୍କାର ଦକ୍ଷିଣା, ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସନ

    ଆଗକୁ ପଢନ୍ତୁ

    ଅର୍ପଣ ରଥରୁ ଶ୍ରୀମନ୍ଦିରକୁ ମିଳିଛି ୩ କୋଟି ୬ ଲକ୍ଷ ୬୨ ହଜାର ୮୧୩ ଟଙ୍କାର ଦକ୍ଷିଣା । ଗତ ଜାନୁଆରୀ ୨୨ ତାରିଖରୁ ଫେବ୍ରୁଆରୀ ୭ ତାରିଖ ମଧ୍ୟରେ ଏହି ଅର୍ଥରାଶି ଶ୍ରୀମନ୍ଦିର ପ୍ରଶାସନକୁ ମିଳିଥିବା ନେଇ ମନ୍ଦିର ପ୍ରଶାସନ ସୂଚନା ଦେଇଛି । ୩୦ଟି ଯାକ ଜିଲ୍ଲାରୁ ଏହି ଦକ୍ଷିଣ ଭକ୍ତମାନେ ଶ୍ରୀମନ୍ଦିରକୁ ଦେଇଛନ୍ତି । ତେବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଗାଁ ଗାଁରେ ବୁଲିଥିଲା ଅର୍ପଣ ରଥ । ଏହି ସମୟରେ ଲୋକମାନେ କାଳିଆ ପାଇଁ ଗୁଆ ନଡିଆ ଦେବା ସହିତ ଅରୁଆ ଚାଉଳ ଏବଂ ଦକ୍ଷିଣା ପ୍ରଦାନ କରିଥିଲେ । ବର୍ତ୍ତମାନ ଏହି ଦକ୍ଷିଣାର ପରିମାଣ ୩ କୋଟି ୬ ଲକ୍ଷ ୬୨ ହଜାର ୮୧୩ ଟଙ୍କା ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    41.1 ° C
    41.1 °
    41.1 °
    17 %
    3.1kmh
    20 %
    Thu
    40 °
    Fri
    44 °
    Sat
    44 °
    Sun
    44 °
    Mon
    46 °

    ସମ୍ବନ୍ଧିତ