Sunday, October 18, 2026
21.4 C
Odisha

    ଆଜି ମହାଶିବରାତ୍ରୀ: ରାଜ୍ୟର ପ୍ରମୁଖ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

    ଆଗକୁ ପଢନ୍ତୁ

    ଆଜି ମହାଶିବରାତ୍ରୀ। ଏଥିଲାଗି ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ, ଆଖଣ୍ଡଳମଣି, କପିଳାସ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ କିପରି ଶାନ୍ତିଶୃଙ୍ଖଳାର ସହ ବାବାଙ୍କୁ ଦର୍ଶନ କରିବେ ଓ ଦୀପ ଜାଳିବେ, ସେ ନେଇ ବିଭିନ୍ନ ଶୈବପୀଠରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଲିଙ୍ଗରାଜ ମନ୍ଦିରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନିର୍ଦ୍ଧାରିତ ସମୟ ରାତି ୧୦ଟାରେ ମହାଦୀପ ଉଠିବା ନେଇ ନିଷ୍ପତ୍ତିି ହୋଇଛି। ଭକ୍ତଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.4 ° C
    21.4 °
    21.4 °
    93 %
    0.8kmh
    92 %
    Sun
    31 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ