Tuesday, September 8, 2026
25.2 C
Odisha

    ୬୬୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ା କ୍ଷେତ୍ରକୁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଥିବା ବେଳେ ଆଜି ଏଥିରେ ଆଉ ଏକ ଅଧ୍ୟାୟ ଯୋଡ଼ି ହୋଇଛି । ୬୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା କ୍ରୀଡା ଭିତ୍ତିଭୂମିର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଉରକେଲା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ରହିଛି । ଏଥିରେ ଟେବୁଲ୍ ଟେନିସ, ଜିମ, ଓ୍ବୈଟ ଲିଫଟିଂ, ଯୋଗ କକ୍ଷ, ବ୍ୟାୟମଶାଳା, ଜିମ୍ନାଷ୍ଟିକ ଉପକରଣ ଓ ଅତ୍ୟାଧୁନିକ ଶୌଚାଳୟ ସୁବିଧା ରହିଛି । ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ହୋଇଛି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    90 %
    1.5kmh
    96 %
    Tue
    25 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ