Wednesday, November 26, 2025
21.5 C
Odisha

    ଆଜିଠୁ ଗାଁ ଗାଁ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ

    ଆଗକୁ ପଢନ୍ତୁ

    ଆଜିଠୁ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ । ରାଜ୍ୟର ସମସ୍ତ ପଂଚାୟତ, ବିଜ୍ଞାପିତ ଅଂଚଳ ପରିଷଦ ଓ ଗାଁ ପରିକ୍ରମା କରିବା ସହ ଘରୁ ଅରୁଆ ଚାଉଳ, ଗୁଆ ଓ ନଡିଆ ସଂଗ୍ରହ କରାଯିବ । ଆଜି ପ୍ରଥମ ଦିନରେ ପୁରୀ ସହରର ସଦର ବ୍ଲକ, ୨୫ ନମ୍ବର ଜୋନ୍ର ତଲଜଂଘ ଓ ମାଳତୀପାଟପୁର, ୨୬ ନମ୍ବର ଜୋନ୍ର ଗୋପୀନାଥପୁର ଓ କାଶୀ ହରିପୁର, ୨୭ ନମ୍ବର ଜୋନ୍ର ବାଲିପୁଟ ଓ ରାଏଗୋରଡା ପଂଚାୟତରେ ରଥ ପରିକ୍ରମା କରିବ ।ପିଇଓ ଏବଂ ଜିଆରଏସ୍ମାନେ ପଞ୍ଚାୟତରେ ନୋଡାଲ ଅଫିସର ଭାବେ କାମ କରିବେ । ଆସନ୍ତା ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ୧୨ ତାରିଖରୁ ଯଜ୍ଞ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.5 ° C
    21.5 °
    21.5 °
    50 %
    1.3kmh
    0 %
    Wed
    26 °
    Thu
    26 °
    Fri
    26 °
    Sat
    26 °
    Sun
    25 °

    ସମ୍ବନ୍ଧିତ