Tuesday, August 25, 2026
23.9 C
Odisha

    ଆଜିଠୁ ଗାଁ ଗାଁ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ

    ଆଗକୁ ପଢନ୍ତୁ

    ଆଜିଠୁ ବୁଲିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରଥ । ରାଜ୍ୟର ସମସ୍ତ ପଂଚାୟତ, ବିଜ୍ଞାପିତ ଅଂଚଳ ପରିଷଦ ଓ ଗାଁ ପରିକ୍ରମା କରିବା ସହ ଘରୁ ଅରୁଆ ଚାଉଳ, ଗୁଆ ଓ ନଡିଆ ସଂଗ୍ରହ କରାଯିବ । ଆଜି ପ୍ରଥମ ଦିନରେ ପୁରୀ ସହରର ସଦର ବ୍ଲକ, ୨୫ ନମ୍ବର ଜୋନ୍ର ତଲଜଂଘ ଓ ମାଳତୀପାଟପୁର, ୨୬ ନମ୍ବର ଜୋନ୍ର ଗୋପୀନାଥପୁର ଓ କାଶୀ ହରିପୁର, ୨୭ ନମ୍ବର ଜୋନ୍ର ବାଲିପୁଟ ଓ ରାଏଗୋରଡା ପଂଚାୟତରେ ରଥ ପରିକ୍ରମା କରିବ ।ପିଇଓ ଏବଂ ଜିଆରଏସ୍ମାନେ ପଞ୍ଚାୟତରେ ନୋଡାଲ ଅଫିସର ଭାବେ କାମ କରିବେ । ଆସନ୍ତା ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ୧୨ ତାରିଖରୁ ଯଜ୍ଞ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    95 %
    1.8kmh
    100 %
    Mon
    24 °
    Tue
    29 °
    Wed
    30 °
    Thu
    28 °
    Fri
    29 °

    ସମ୍ବନ୍ଧିତ