Sunday, September 13, 2026
27.6 C
Odisha

    ଚାଷୀଙ୍କ ପଞ୍ଜିକରଣ କମିବା ନେଇ ଅନୁଧ୍ୟାନ କରାଯାଉଛି: ମନ୍ତ୍ରୀ ପ୍ରଦୀପ ବଳସାମନ୍ତstate

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଧାନରେ ବୋନସ୍ ୮୦୦ ଟଙ୍କା ଦେବା ପାଇଁ ସରକାରଙ୍କ ଘୋଷଣା ସତ୍ତ୍ୱେ କମିଲା ଚାଷୀଙ୍କ ପଞ୍ଜିକରଣ କମିଛି। ଏନେଇ ଆଜି ବିଧାନସଭାରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି, ଏ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି। ଗତବର୍ଷ ୨୦୨୩-୨୪ ଆର୍ଥିକ ବର୍ଷରେ ୧୭ ଲକ୍ଷ ୭୨ ହଜାର ୩୪୭ ଜଣ ଚାଷୀ ପଞ୍ଜିକୃତ କରିଥିଲେ। ଚଳିତ ବର୍ଷ ୧୭ ଲକ୍ଷ ୪୯ ହଜାର ୯୮୭ ଜଣ ଚାଷୀ ପଞ୍ଜିକୃତ କରିଛନ୍ତି। ପ୍ରାୟ ୨୩ ହଜାର ଚାଷୀଙ୍କ ପଞ୍ଜିକରଣ ହ୍ରାସ ପାଇଛି। ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଗୃହରେ ଏହି ଉତ୍ତର ରଖିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    75 %
    2.2kmh
    66 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ