Wednesday, September 9, 2026
24.2 C
Odisha

    ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ : ରାଜସ୍ବ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ ତାରିଖରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ ରେରା ଆଇନରେ ସଂଶୋଧନ କରାଯିବ। ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି। ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା। ସେ ଆହୁରି କହିଛନ୍ତି, ବେଆଇନ ଭାବେ ପାର୍ଟ ପ୍ଲଟ ରେଜିଷ୍ଟ୍ରେସନ ହୋଇଛି। ୩୧ଜଣ ଜିଲ୍ଲା ରେଜିଷ୍ଟ୍ରର, ସବ ରେଜିଷ୍ଟ୍ରରଙ୍କୁ ନେଇ ତାଲିକା ମଧ୍ୟ ବିଭାଗ ପ୍ରସ୍ତୁତ କରାଯାଇଛି। ସେମାନେ କେତେ ଭଲ ଉଦ୍ଦେଶ୍ୟ ଥିଲା ଓ କେତେ ମନ୍ଦ ଉଦ୍ଦେଶ୍ୟ ଥିଲା ତାର ମଧ୍ୟ ଖୋଳତାଡ଼ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    90 %
    1.6kmh
    92 %
    Wed
    31 °
    Thu
    28 °
    Fri
    27 °
    Sat
    29 °
    Sun
    29 °

    ସମ୍ବନ୍ଧିତ