Thursday, February 26, 2026
19.9 C
Odisha

    ହରତାଳକୁ ପ୍ରତ୍ୟାହାର କଲା ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ହେବାକୁ ଥିବା ବିଜେଡିର ୬ ଘଣ୍ଟିଆ ହରତାଳକୁ ପ୍ରତ୍ୟାହାର କରିନିଆଯାଇଛି। ବିଚାର ବିଭଗୀୟ ତଦନ୍ତ ନିର୍ଦ୍ଦେଶ ପରେ ହରତାଳ ପ୍ରତ୍ୟାହାର ପାଇଁ ବିଜେଡି ପକ୍ଷରୁ ଏହି  ନିଷ୍ପତ୍ତି ନିଆଯାଇଛି। ଏନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ଦେବୀ ମିଶ୍ର ସୂଚନା ଦେଇଛନ୍ତି।
    ସୂଚନାଯୋଗ୍ୟ, ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ରାଜଧାନୀରେ ୬ ଘଣ୍ଟିଆ ହରତାଳ ଡାକରା ଦେଇଥିଲା ବିଜେଡି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.9 ° C
    19.9 °
    19.9 °
    32 %
    1.6kmh
    0 %
    Wed
    20 °
    Thu
    32 °
    Fri
    34 °
    Sat
    36 °
    Sun
    37 °

    ସମ୍ବନ୍ଧିତ