Tuesday, March 25, 2025
28.4 C
Odisha

    ହରତାଳକୁ ପ୍ରତ୍ୟାହାର କଲା ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ହେବାକୁ ଥିବା ବିଜେଡିର ୬ ଘଣ୍ଟିଆ ହରତାଳକୁ ପ୍ରତ୍ୟାହାର କରିନିଆଯାଇଛି। ବିଚାର ବିଭଗୀୟ ତଦନ୍ତ ନିର୍ଦ୍ଦେଶ ପରେ ହରତାଳ ପ୍ରତ୍ୟାହାର ପାଇଁ ବିଜେଡି ପକ୍ଷରୁ ଏହି  ନିଷ୍ପତ୍ତି ନିଆଯାଇଛି। ଏନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ଦେବୀ ମିଶ୍ର ସୂଚନା ଦେଇଛନ୍ତି।
    ସୂଚନାଯୋଗ୍ୟ, ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ରାଜଧାନୀରେ ୬ ଘଣ୍ଟିଆ ହରତାଳ ଡାକରା ଦେଇଥିଲା ବିଜେଡି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.4 ° C
    28.4 °
    28.4 °
    17 %
    1.8kmh
    0 %
    Tue
    30 °
    Wed
    38 °
    Thu
    40 °
    Fri
    41 °
    Sat
    41 °

    ସମ୍ବନ୍ଧିତ