Thursday, July 23, 2026
23.7 C
Odisha

    ରାଜ୍ୟ ସରକାରଙ୍କ ନୂଆ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ବିରୋଧ

    ଆଗକୁ ପଢନ୍ତୁ

    କଲେଜ କ୍ୟାମ୍ପସରେ ରାଜ୍ୟ ସରକାରଙ୍କ ନୂଆ ଓଡିଶା, ନବୀନ ଓଡିଶାକୁ ବିରୋଧ କରିଛି କଂଗ୍ରେସ । ମହର୍ଷି କଲେଜ କ୍ୟାମ୍ପସରେ ଲାଗିଥିବା ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ଉପରେ ମହାପୁରୁଷ, ସ୍ୱାଧିନତା ସଂଗ୍ରାମୀଙ୍କ ଫଟୋ ଲଗାଇଲା ଛାତ୍ର କଂଗ୍ରେସ । ଆଗକୁ ନିର୍ବାଚନ ଆସୁଥିବାରୁ ଏଭଳି କାର୍ଯ୍ୟକ୍ରମ ଜରିଆରେ କଲେଜ କ୍ୟାମ୍ପସରେ ବିଜେଡି ଦଳୀୟ ପ୍ରଚାର କରୁଥିବା ଅଭିଯୋଗ କରିଛି ଛାତ୍ର କଂଗ୍ରେସ । ତେଣୁ ଏହାକୁ ବିରୋଧ କରି ରାଜ୍ୟର ସବୁ କଲେଜରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ନେତାଙ୍କ ମୁହଁ ଉପରେ ମହାପୁରୁଷ ଓ ସ୍ୱାଧିନତା ସଂଗ୍ରାମୀଙ୍କ ଫଟୋ ଲଗାଇବ ବୋଲି କହିଛି ଛାତ୍ର କଂଗ୍ରେସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.7 ° C
    23.7 °
    23.7 °
    90 %
    2.2kmh
    100 %
    Wed
    24 °
    Thu
    29 °
    Fri
    28 °
    Sat
    29 °
    Sun
    31 °

    ସମ୍ବନ୍ଧିତ