Saturday, March 14, 2026
23.2 C
Odisha

    ଅନଲାଇନ୍ ଗେମ୍ ଖେଳିବା ହେଲା କାଳ, ବାରଣ କରିବାରୁ ଜୀବନ ହାରିଲେ ଅଷ୍ଟମ ଶ୍ରେଣୀ ଛାତ୍ର

    ଆଗକୁ ପଢନ୍ତୁ

    ଜଳେଶ୍ୱର : ଅନଲାଇନ୍ ଗେମ୍ ଖେଳିବା ହେଲା କାଳ । ମୋବାଇଲରେ ଗେମ୍ ଖେଳିବାକୁ ପରିବାର ଲୋକ ମନା କରିବାରୁ ଜୀବନ ହାରିଲେ ଛାତ୍ର । ଗାମୁଛା ଲଗାଇ ବାଥରୁମରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀର ଛାତ୍ର । ବାଲେଶ୍ବର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗାଁର ଘଟଣା । ମୃତକ ହେଲେ ଗାଁର ସନ୍ତୋଷ ଜେନାଙ୍କ ପୁଅ ଜୟକୃଷ୍ନ ଜେନା ।

    ଜୟକୃଷ୍ଣ ପାଠ ନପଢି ସବୁବେଳେ ମୋବାଇଲରେ ଅନଲାଇନ ଗେମ୍ ଖେଳୁଥିଲେ । ଏନେଇ ପରିବାର ଲୋକ ବାରଣ କରିବାରୁ ଜୟକୃଷ୍ଣ ଗାମୁଛା ଲଗାଇ ଜୀବନ ହାରିଛନ୍ତି । ସିଂଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଚଳାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ