Thursday, April 2, 2026
25.4 C
Odisha

    ଶିକ୍ଷକ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀଙ୍କ ପ୍ରତିବାଦ

    ଆଗକୁ ପଢନ୍ତୁ

    ଶିକ୍ଷକ ବଦଳିକୁ ବିରୋଧ କରି ରାସ୍ତାରେ ବସିଲେ ଛାତ୍ରଛାତ୍ରୀ । ଭୋଗରାଇ ପଥରେଶ୍ୱର ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବହି ବସ୍ତାନୀ ଧରି ପ୍ରତିବାଦ କରିଛନ୍ତି । ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ୬୬ଜଣ ପିଲା ପାଠ ପଢୁଛନ୍ତି । ୩ଜଣ ଶିକ୍ଷକ ପିଲାଙ୍କୁ ପାଠ ପଢାଉଥିବା ବେଳେ ଆଜି ହଠାତ୍ ଜଣେ ଶିକ୍ଷକଙ୍କୁ ବଦଳି କରାଯାଇଛି । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ । ସ୍କୁଲ ଆଗରେ ବହି ବସ୍ତାନୀ ଧରି ରାସ୍ତା ଉପରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ