Sunday, August 2, 2026
30.8 C
Odisha

    ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା: ଉପ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ସୂଚନା । ତୃତୀୟ ପର୍ଯ୍ୟାୟରେ ଅଙ୍ଗୱାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା । ବାଦ୍ ପଡ଼ିଥିବା ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ମିଳିବ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା । ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା । କୌଣସି ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିବେ ନାହିଁ କହିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ । ଖାରଚ ହୋଇଥିବା ୨ ଲକ୍ଷ୍ ୭୭ ହଜାର ଆବେଦନ ପତ୍ର ରିଚେକ୍ ହେବ । ବାରମ୍ବାର ଚେକ୍ ହେବ କେହିବି ବଞ୍ଚିତ ହେବେ ନାହିଁ କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ । ଏଥିପାଇଁ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.8 ° C
    30.8 °
    30.8 °
    69 %
    2.8kmh
    100 %
    Sun
    31 °
    Mon
    31 °
    Tue
    31 °
    Wed
    29 °
    Thu
    29 °

    ସମ୍ବନ୍ଧିତ