Saturday, September 12, 2026
24 C
Odisha

    କାଲି ‘ସୁଭଦ୍ରା’ ଟଙ୍କା ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇବେ ମୁଖ୍ୟମନ୍ତ୍ରୀ: ପ୍ରଭାତୀ ପରିଡ଼ା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ‘ସୁଭଦ୍ରା’ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ଦ୍ବିତୀୟ ପର୍ଯ୍ୟାୟର ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ମହିଳାମାନଙ୍କୁ ସାଧୁବାଦ ଜଣାଇଛନ୍ତି। ଏଯାବତ୍ ୧ କୋଟିରୁ ଅଧିକ ମହିଳା ହିତାଧିକାରୀ ‘ସୁଭଦ୍ରା’ ଯୋଜନାରେ ସାମିଲ ହେବା ଲାଗି ଆବେଦନ କରିସାରିଲେଣି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    97 %
    2.2kmh
    100 %
    Fri
    24 °
    Sat
    25 °
    Sun
    30 °
    Mon
    31 °
    Tue
    30 °

    ସମ୍ବନ୍ଧିତ