Saturday, October 10, 2026
22.4 C
Odisha

    ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ

    ଆଗକୁ ପଢନ୍ତୁ

    ବାଲେଶ୍ବର: ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ