Wednesday, September 16, 2026
26.1 C
Odisha

    ୬ ମାସ ପାଇଁ ଛୁଟି ନେଲେ IAS ସୁଜାତା କାର୍ତ୍ତିକେୟନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜୁ ଜନତା ଦଳର ପ୍ରମୁଖ ନେତା ଭିକେ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା କାର୍ତ୍ତିକେୟନକୁ ନେଇ ବର୍ତ୍ତମାନ ଏକ ଖବର ସାମ୍ନାକୁ ଆସିଛି । ସେ ୬ ମାସ ପାଇଁ କାର୍ଯ୍ୟକ୍ଷେତ୍ରରୁ ଛୁଟି ନେଇଛନ୍ତି । ଜୁନରୁ ନଭେମ୍ବର ଯାଏଁ ସୁଜାତା ଛୁଟିରେ ରହିବେ । ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ ସୁଜାତା କାର୍ତ୍ତିକେୟନ । ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟି ନେଇଛନ୍ତି ବୋଲି ଉଲ୍ଲେଖ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.1 ° C
    26.1 °
    26.1 °
    83 %
    1.1kmh
    60 %
    Wed
    27 °
    Thu
    32 °
    Fri
    32 °
    Sat
    31 °
    Sun
    30 °

    ସମ୍ବନ୍ଧିତ