Monday, September 1, 2025
24.5 C
Odisha

    ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସମନ: ଦିଲ୍ଲୀ ଅବକାରୀ ଦୁର୍ନିତୀ ମାମଲାରେ ଜେରା କରିବ ପ୍ରବର୍ତନ ନିର୍ଦ୍ଦେଶାଳୟ

    ଆଗକୁ ପଢନ୍ତୁ

    ପୁଣି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଇଡିର ସମନ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ପ୍ରବର୍ତନ ନିର୍ଦ୍ଦେଶାଳୟ କେଜରିୱାଲଙ୍କୁ ସମନ ଜାରି କରିଛି । ଆସନ୍ତା ୨୧ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ଇଡି କହିଛି । ଗତ ନଭେମ୍ବରରେ ଇଡି କେଜରୀୱାଲଙ୍କୁ ସମନ କରିଥିଲା । କିନ୍ତୁ କେଜରିୱାଲ ହାଜର ହୋଇନଥିଲେ । ତଦନ୍ତକାରୀ ସଂସ୍ଥା ପୂର୍ବରୁ ସୁପ୍ରିମକୋର୍ଟରେ କହିଥିଲା ଯେ, କେଜରିୱାଲ ଆମ ଆଦମୀ ପାର୍ଟି ଲାଂଚ ନେଇଥିଲା । ଏହି ମାମଲାରେ ଇଡି ପୂର୍ବରୁ ଆପ ନେତା ମନିଷ ସିସୋଦିଆ, ସଞ୍ଜୟ ସିଂଙ୍କୁ ଗିରଫ କରିଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    93 %
    0.9kmh
    96 %
    Mon
    24 °
    Tue
    25 °
    Wed
    28 °
    Thu
    30 °
    Fri
    30 °

    ସମ୍ବନ୍ଧିତ